ପୂର୍ବତନ ପ୍ୟାକ୍ସ ସମ୍ପାଦକ ଗିରଫ

ବରଗଡ଼ ଜିଲା ଲଖନପୁର ପ୍ରାଥମିକ କୃଷି ସମବାୟ ସମିତିର ପୂର୍ବତନ ସମ୍ପାଦକ ଧୃବ ଚରଣ ସାହୁଙ୍କୁ ଭିଜିଲାନ୍ସ ଗିରଫ କରିଛି । ପୂର୍ବରୁ ତାଙ୍କ ବିରୋଧରେ ୩୧ଲକ୍ଷ ୪୭ହଜାର ୬୮୫ ଟଙ୍କା ଅନିୟମିତତା ଅଭିଯୋଗ ହୋଇଥିଲା ।

ଭିଜିଲାନ୍ସ ଏହାର ତଦନ୍ତ କରି ତାଙ୍କୁ ଗିରଫ କରିଛି । ଘଟଣାଟି ଏବେ ଚର୍ଚ୍ଚାର ବିଷୟ ପାଲଟିଛି ।