ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏନେଇ ମଙ୍ଗଳବାର ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।

ଉତ୍ତରପଶ୍ଚିମ ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତି ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨ ଦିନ ଯାଏଁ ଉତ୍ତର ଓଡିଶା ଦେଇ ଗତି କରିବା ସମ୍ଭାବନା ରହିଛି। ଉତ୍ତର ଓଡିଶା ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *