ଭୁବନେଶ୍ବର: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରର ମିଆଁମାର ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ, ପ୍ରଭାବରେ ଆଗାମୀ ୭୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା, ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟିହେବ ଲଘୁଚାପ, ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଜ୍ରାଘାତ ସହ ବର୍ଷା ସମ୍ଭାବନା

Leave a Reply

Your email address will not be published. Required fields are marked *