ଭୁବନେଶ୍ବର: ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ, ୭୩ ବର୍ଷରେ ଭୁବନେଶ୍ବରର ଘରୋଇ ହସ୍ପିଟାଲରେ ନିଧନ, ୧୯୯୫- ୨୦୦୦ ପର୍ଯ୍ୟନ୍ତ କଂଗ୍ରେସରୁ ବିଧାୟକ ହୋଇଥିଲେ, ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକ

Leave a Reply

Your email address will not be published. Required fields are marked *