ଭୁବନେଶ୍ବର: ପୂର୍ବତନ ବାଚସ୍ପତି ତଥା ୫ଥରର ବିଧାୟକ ମହେଶ୍ୱର ମହାନ୍ତିଙ୍କ ପରଲୋକ, ତାଙ୍କ ବିୟୋଗ ଓଡିଶା ପାଇଁ ଏକ ବଡ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି, ମହେଶ୍ବରଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ

Comments

Leave a Reply

Your email address will not be published. Required fields are marked *