ଓଡିଶା ସରକାର ଦ୍ବାରା ଆୟୋଜିତ ଅନ୍ତ୍ୟୋଦୟ ଗୃହ ଯୋଜନା ର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ଏହି ଅବସରରେ କେନ୍ଦୁଝର ଜିଲ୍ଲା ଘଷିପୁରା ବ୍ଲକରେ ଅନୁଷ୍ଠିତ ହୋଇଛି । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ , ଓଡ଼ିଶା ସରକାର ଦ୍ବାରା ଆୟୋଜିତ ଅନ୍ତ୍ୟୋଦୟ ଗୃହ ଯୋଜନା ର ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କରିଛନ୍ତି ।

ମୁଖ୍ୟ ଅତିଥି ଭାବେ ବିଧାୟକ ବଦ୍ରି ନାରାୟଣ ପାତ୍ର ଯୋଗ ଦେଇଥିଲେ । ତେବେ ଏହି ଅର୍ଥ ରାଶି ସରକାର ଅଧିକ କରିବା ପାଇଁ ଦାବୀ ରଖିଛନ୍ତି । ବିଡ଼ିଓ ଓ ବହୁ ବ୍ୟକ୍ତି ବିଶେଷ ଉପସ୍ଥିତ ରହି ୮୦ ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ।