
ଭୁବନେଶ୍ୱର ବାଣୀବିହାର ଓଭରବ୍ରିଜ ଉପରେ ଦୁର୍ଘଟଣା । ଓଏସଆରଟିସି ବସ୍କୁ ଧକ୍କା ଦେଲା ଘରୋଇ ବସ୍ । ଦୁର୍ଘଟଣାରେ ଦୁଇ ବସର ଡ୍ରାଇଭର ସମେତ ଅନେକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତି କରାଯାଇଛି । ଘଟଣାସ୍ଥଳରେ ପୁଲିସ ପହଂଚି ଖୋଳତାଡ଼ ଆରମ୍ଭ କରିଛି । ବସ୍ ବ୍ରେକ ଫେଲ ହେବା ଯୋଗୁ ଏଭଳି ଦୁର୍ଘଟଣା ଘଟିଥିବା ପୁଲିସ କହିଛି । ତେବେ ଓଭରବ୍ରିଜ ଉପରେ ଟ୍ରାଫିକ ନିୟନ୍ତ୍ରଣ ପାଇଁ ପୁଲିସ ମୁତୟନ ହୋଇଛି ।
I don’t think the title of your article matches the content lol. Just kidding, mainly because I had some doubts after reading the article.
I don’t think the title of your article matches the content lol. Just kidding, mainly because I had some doubts after reading the article.