ଓଡ଼ିଶାରେ JN.1ଆକ୍ରାନ୍ତ ଚିହ୍ନଟ

ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ସୁସ୍ଥ

ଓଡ଼ିଶାରେ କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ । କୋଭିଡର ନୂଆ ଭାରିଆଣ୍ଟ JN-1ରେ 2 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । 2 ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ସୁସ୍ଥ ଥିବାବେଳେ ବ୍ୟକ୍ତି ଜଣକ ସୁନ୍ଦରଗଡ଼ ଜିଲ୍ଲାର ହୋଇଥିବା ସୂଚନା ମିଲିଛି । ଅନ୍ୟ ଜଣେ ଆକ୍ରାନ୍ତ ଭୁବନେଶ୍ବରର ହୋଇଥିବା ବେଲେ ବର୍ତ୍ତମାନ୍ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ।

ଦିନକୁ ଦିନ କରୋନା ସଂକ୍ରମଣ ମାମଲା ବଢ଼ି ବଢ଼ି ଚାଲିଥିବା ବେଳେ । ଓଡିଶାରେ ମଧ୍ୟ କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ ହେଉଛି । ଯାହା ରାଜ୍ୟବାସୀଙ୍କ ଚିନ୍ତା ବଢ଼ାଇଦେଇଛି।

Leave a Reply

Your email address will not be published. Required fields are marked *