ଖଡ଼ଙ୍ଗ ନଦୀରେ ପ୍ରକଳ୍ପକୁ ନେଇ ଚାଷୀ ଖୁସି

ଆଉ ମରିବନି ଚାଷୀଙ୍କ ଫସଲ। ନଦୀଗର୍ଭ ଜଳାଶୟ ଯୋଜନାରେ ଖଡଗ ନଦୀରେ ନିର୍ମାଣ ହେବ ପ୍ରକଳ୍ପ । ମାନ୍ୟବର ମୁଖ୍ୟମନ୍ତ୍ରୀ ଏନେଇ ଘୋଷଣା କଲାପରେ ଏବେ ଖୁସିବ୍ୟକ୍ତ କରିଛନ୍ତି ଚାଷୀ । ୧୨୬ କୋଟି ଟଙ୍କାର ଏହି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ଏହି ପ୍ରକଳ୍ପକୁ ବୈଷୟିକ ପରାମର୍ଶଦାତା କମିଟି ମଧ୍ୟ ସ୍ବୀକୃତି ପ୍ରଦାନ କରିଥିଲେ । ଏହି ପ୍ରକଳ୍ପ ଦ୍ବାରା ବୌଦ୍ଧ ଜିଲ୍ଲାର କଣ୍ଟାମାଳ ବ୍ଳକ, କନ୍ଧମାଳ ଜିଲ୍ଲାର ବାଲିଗୁଡା ବ୍ଳକ ଓ ବଲାଙ୍ଗୀର ଜିଲ୍ଲାର ଗୁଡଭେଲା ବ୍ଳକର ପ୍ରାୟ ୨୦ ହଜାରରୁ ଅଧିକ ଲୋକ ଉପକୃତ ହେବେ । ଏହି ଯୋଜନାରେ ବାଲିଗୁଡା ବ୍ଳକର ଲଡଗାଁ ଗ୍ରାମ ନିକଟରେ ପ୍ରାୟ ୧୨୬ କୋଟି ଟଙ୍କା ବ୍ୟୟରେ ଏହି ପ୍ରକଳ୍ପ କାର୍ଯ୍ୟ କରାଯିବ । ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଦେଖାଦେଇଛି ଖୁସି। ଆଗାମୀ ଦିନରେ ଚାଷୀଙ୍କ ଦୁଃଖ ଦୂର ହୋଇଯିବ ବୋଲି ଆଶା ରଖିଛନ୍ତି ଚାଷୀକୂଳ।

କୌଣସି ବିସ୍ଥାପନ ବିନା ଏହି ପ୍ରକଳ୍ପ ନିର୍ମାଣ କରାଯିବ ଓ ଏହା ନଦୀଗର୍ଭ ଜଳ ସଂରକ୍ଷଣ କରିବା ସହିତ ଖରାଦିନେ ଏହି ଅଞ୍ଚଳର ପାନୀୟ ଜଳର ଆବଶ୍ୟକତା ପୂରଣ, ମାଛ ଚାଷ ଓ ଭୂତଳ ଜଳସ୍ତର ବୃଦ୍ଧିରେ ମଧ୍ୟ ବିଶେଷ ସହାୟକ ହେବ। ସୂଚନାଯୋଗ୍ୟ ଯେ ଚଳିତ ମାସ ୫ ତାରିଖରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ବୌଦ୍ଧ ଜିଲ୍ଲା ଗସ୍ତ ସମୟରେ ସ୍ଥାନୀୟ ଜନସାଧାରଣ ଖଡଙ୍ଗ ନଦୀରେ ଏକ ବ୍ୟାରେଜ ନର୍ମାଣ ପାଇଁ ଦାବୀ ପତ୍ର ଦେଇଥିଲେ । ଏ ସଂପର୍କରେ ୫-ଟି ସଚିବ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ଜନସାଧାରଣଙ୍କ ଦାବୀ ସଂପର୍କରେ ଅବଗତ କରାଇଥିଲେ ଏବଂ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ଅନୁରୋଧକୁ ଗ୍ରହଣ କରିଥିଲେ ।

Alla posizione di postura ha anche la sua opzione di luce. Stare di fronte al muro e leggermente solletico in avanti. Tenere il muro o per mobili di equilibrio, gambe di donna matura e giovane amante pro e contro Lascia che il partner ti faccia dietro di te dietro la schiena e vedrà il mio recinto inumidito con un lubrificante tra i fianchi.

Leave a Reply

Your email address will not be published. Required fields are marked *