ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ

ଆଜି ସନ୍ଧ୍ୟାରେ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ ହୋଇଯାଇଛି । ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ସନ୍ଧ୍ୟା ୭ଟା ୩୧ ସମୟରେ ତାଙ୍କର ପରଲୋକ ଘଟିଛି । ବରିଷ୍ଠ ନେତା ସୂର୍ଯ୍ୟ ନାରାୟଣ ପାତ୍ର ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବିଧାନସଭା କ୍ଷେତ୍ରରୁ ପ୍ରତିନିଧିତ୍ୱ କରୁଥିଲେ। ସେ ୭ ଥର ବିଧାନସଭାକୁ ନିର୍ବାଚିତ ହେବା ସହିତ ବିଭିନ୍ନ ବିଭାଗରେ ମନ୍ତ୍ରୀ ଭାବେ କାର୍ଯ୍ୟ କରି ସେ ତାଙ୍କ ଦକ୍ଷତା ପ୍ରତିପାଦନ କରିଛନ୍ତି ।

Leave a Reply

Your email address will not be published. Required fields are marked *