Bidya Bharati Panda Suspended : ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ବଡ଼ ଆକ୍ସନ, ଚାକିରିରୁ ନିଲମ୍ବିତ ହେଲେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା

ଭୁବନେଶ୍ୱର: ବହୁଚର୍ଚ୍ଚିତ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପୁଣି ବଡ଼ ମୋଡ଼। ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ବିରୋଧରେ ନିଆଯାଇଛି ବଡ଼ ବିଭାଗୀୟ…