ଆମ୍ୱୁଲାନ୍ସ ନ ଆସିବାରୁ ଚାଲିଗଲା ରୋଗୀ ଜୀବନ

ରୋଗୀଙ୍କୁ ନେବାକୁ ଯାଉଥିବା ୧୦୮ ଆମ୍ବୁଲାନ୍ସରେ ନିଆଁ ଲାଗି ଜଳିଯାଇଥିବା ବେଳେ ଆମ୍ବୁଲାନ୍ସ ଆପେକ୍ଷାରେ ଥିବା ରୋଗୀ ଶେଷରେ ଆଖି ବୁଜିଛନ୍ତି।…