ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲା, କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ହକି ତାରକା ବୀରେନ୍ଦ୍ର ଲାକ୍ରାଙ୍କ ପାଇଁ ଅଡୁଆ ବଢୁଛି । ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାରେ ସନ୍ଦେହ ଘେରକୁ ଆସିଥିବା ଲାକ୍ରାଙ୍କ…