Bhubaneswar Accident : ଭୁବନେଶ୍ୱର ଓମଫେଡ୍ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ବାଇକ୍ ଆରୋହୀଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦ୍ରୁତଗାମୀ ହାଇୱା ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି।…