ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର, ୩ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା

ମହଙ୍ଗା ଭତ୍ତା ବୃଦ୍ଧିକୁ ନେଇ ଆସିଲା ବଡ଼ ଘୋଷଣା। ସରକାରୀ କର୍ମଚାରୀଙ୍କ ଦରମାରେ ଯୋଡ଼ିହେବ ଅଧିକ ଟଙ୍କା। ମୁଖ୍ୟମନ୍ତ୍ରୀ ମୋହନ ଚରଣ…