ଖେଳ ପଡ଼ିଆରୁ ଯୁବକଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ସାଇଁକୁଳ ଫାଣ୍ଡି ଅନ୍ତର୍ଗତ ଆଗର୍ଦା ଖେଳ ପଡ଼ିଆରୁ ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର କରାଯାଇଛି…