ପୂର୍ବତନ ବାଚସ୍ପତି ସୂର୍ୟ୍ୟ ପାତ୍ରଙ୍କ ବିୟୋଗରେ ଶୋକ

ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଶନିବାର ପରଲୋକ ଘଟିଛି। ସେ ଅସୁସ୍ଥ ଥିବାରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ…