ଭୁବନେଶ୍ୱର: ବିଜେପି ନେତାଙ୍କ ଫ୍ଲାଟରୁ ମିଳିଲା ଡ୍ରାଇଭରଙ୍କ ମୃତଦେହ

ବିଜେପି ନେତା ପ୍ରଦୀପ ପୁରୋହିତଙ୍କ ଫ୍ଲାଟରୁ ଡ୍ରାଇଭର ଧନୁର୍ଜୟ ପାଣ୍ଡେଙ୍କ ମୃତଦେହ ଠାବ କରାଯାଇଛି । ପ୍ରଦୀପ ପୁରୋହିତଙ୍କ ଭୁବନେଶ୍ୱରସ୍ଥିତ ଫ୍ଲାଟରୁ…