ଓଡ଼ିଶା ପ୍ରଶାସନର ଶୀର୍ଷ ପଦବୀରେ ପ୍ରଥମ ଥର ଜଣେ ମହିଳା

ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ଅନୁ ଗର୍ଗ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଛନ୍ତି।…