ଆଜିଠୁ ରାଜ୍ୟରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ଲାଭାର୍ଥୀ ପାଇବେ ୬୦ ହଜାର

ରାଜ୍ୟ ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ସାମାଜିକ କଲ୍ୟାଣମୂଳକ ଯୋଜନା ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଆଜିଠାରୁ କାର୍ଯ୍ୟକାରୀ ହେବାକୁ ଯାଉଛି |…