ଉଚ୍ଚଶିକ୍ଷା ବିଭାଗର ଖରାପ ପ୍ରଦର୍ଶନ, ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ରୋହିତ

ଉଚ୍ଚଶିକ୍ଷା ବିଭାଗରେ ଲଗାତର ଖରାପ ପ୍ରଦର୍ଶନ । ସେଥିପାଇଁ ଶେଷରେ ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ।…