କର୍ଣ୍ଣାଟକ: ରାଜ୍ୟ ସରକାରଙ୍କ ପ୍ରଥମ କ୍ୟାବିନେଟ୍ ସଂପ୍ରସାରଣ

କର୍ଣ୍ଣାଟକରେ ଆଜି ପ୍ରଥମ ରାଜ୍ୟ କ୍ୟାବିନେଟ୍ ସଂପ୍ରସାରଣ କରାଯାଇଛି । ୨୪ ଜଣ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।…