କେନ୍ଦୁଝରରେ କାସଭି ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

ବିଶ୍ୱ ଶ୍ରମିକ ଦିବସ ଅବସରରେ କେନ୍ଦୁଝର କାସଭି ଇଣ୍ଟରନ୍ୟାସନାଲ୍ ପ୍ରାଇଭେଟ୍ ଲିମିଟେଡ୍ ପକ୍ଷରୁ ଏକ ମାଗଣା ସ୍ୱାସ୍ଥ୍ୟ ଶିବିର ଆୟୋଜିତ ହୋଇଯାଇଛି…