ଇସ୍ରୋର ବୈଜ୍ଞାନିକ ଏନ ଭାଲାରମାଥୀ ଆଉ ନାହାଁନ୍ତି,ଚନ୍ଦ୍ରଯାନ-୩ ଥିଲା ତାଙ୍କର ଅନ୍ତିମ ‘କାଉଣ୍ଟ୍‌ଡାଉନ୍‌’ ଘୋଷଣା।

ଶ୍ରୀହରିକୋଟାରେ ରକେଟ୍‌ ଉତ୍‌କ୍ଷେପଣ କରାଯାଉଥିବା ବେଳେ ‘କାଉଣ୍ଟ୍‌ଡାଉନ୍‌’ ବା ‘ଓଲଟ ଗଣନା’ କରୁଥିବା ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ (ଇସ୍ରୋ) ର…