କଟକ ନେତାଜୀ ବସ୍‌‌ ଟର୍ମିନାଲର ଆସନ୍ତା ୧୬ରେ ଉଦଘାଟନ

କଟକ ନେତାଜୀ ବସ୍‌‌ ଟର୍ମିନାଲ (ସିଏନବିଟି)ର ଆସନ୍ତା ୧୬ରେ ଉଦଘାଟନ ହେବ। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦଘାଟନ କରିବେ। ଏତଦ୍‌‌…