ଇତିହାସ ରଚିଲେ ନୀରଜ ଚୋପ୍ରା

ବୁଦ୍ଧାପେଷ୍ଟରେ ଚାଲିଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପରେ ଜାଭେଲିନ୍ ଥ୍ରୋରେ ସ୍ୱର୍ଣ୍ଣ ପଦକ ଜିତି ନୀରଜ ଚୋପ୍ରା ଇତିହାସ ରଚିଛନ୍ତି । ସେ…