ପହଲଗାମ ଆକ୍ରମଣରେ ସାମିଲ ଦୁଇ ସ୍ଥାନୀୟ ଆତଙ୍କବାଦୀ ଆଦିଲ ଓ ଆସିଫର ଘରକୁ ଉଡ଼ାଇ ଦେଲେ ସୁରକ୍ଷା ବାହିନୀ

ପହଲଗାମ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ପ୍ରାଣ ହରାଇଛନ୍ତି, ସେମାନଙ୍କ ମଧ୍ୟରୁ ଅଧିକାଂଶ ପର୍ଯ୍ୟଟକ ଥିଲେ ଏବଂ ଭାରତର ବିଭିନ୍ନ ରାଜ୍ୟରୁ…