ବେଲାରୁଷ ରାଷ୍ଟ୍ରପତିଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ

ବେଲାରୁଷ୍‌ର ରାଷ୍ଟ୍ରପତି ଆଲେକ୍‌ଜେଣ୍ଡର୍‌ ଲୁକାସେଙ୍କୋ ଗୁରୁତର। ରୁଷ ରାଷ୍ଟ୍ରପତି ଭ୍ଲାଦିମିର୍‌ ପୁଟିନ୍‌ଙ୍କୁ ଭେଟିବା ପରେ ଗୁରୁତର ଅସୁସ୍ଥ ଲୁକାସେଙ୍କୋଙ୍କୁ ମସ୍କୋର ଏକ…