ପାଇକମାଲଠାରେ ବ୍ଲକସ୍ତରୀୟ ସମ୍ପୂର୍ଣ୍ଣତା ଅଭିଯାନର ଶୁଭାରମ୍ଭ

ପ୍ରଧାନ ମନ୍ତ୍ରୀଙ୍କ ନେତୃତ୍ବରେ କୋଟି କୋଟି ଭାରତୀୟଙ୍କ ଜୀବନରେ ପରିବର୍ତ୍ତନ ଆଣିବା ପାଇଁ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମ ଗତ ୨୦୨୩ ମସିହାରୁ…