ବାରିପଦା: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ଅଡୁଆରେ ରାମଚନ୍ଦ୍ର

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ୱ ସହାୟକ । ଅଡୁଆରେ ମୟୂରଭଞ୍ଜ ବାରିପଦା ଉପଜିଲ୍ଲାପାଳ କାର୍ଯ୍ୟାଳୟରେ କାର୍ଯ୍ୟରତ ରାଜସ୍ୱ ସହାୟକ ରାମଚନ୍ଦ୍ର ସେନ…