ଅତିଭୀଷଣ ବାତ୍ୟାରେ ପରିଣତ ହେଲା ମୋକା

ଆଜି ସକାଳ ୫.୩୦ର ପର୍ଯ୍ୟବେକ୍ଷଣ ଅନୁଯାୟୀ, ଗତ ୬ ଘଣ୍ଟାରେ ଘଣ୍ଟାପ୍ରତି ବେଗ ୯ କିମି ହାରରେ ଉତ୍ତରଆଡକୁ ଗତିକରୁଛି ବାତ୍ୟା…