ଚାନ୍ଦପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ ଅନୁଷ୍ଠିତ

ରଣପୁର ବ୍ଲକର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭାବେ ପରିଚିତ ଚାନ୍ଦପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି।ପରିଚାଳନା କମିଟି…