ଯାଜପୁର: ଦାବି ପୂରଣ ପାଇଁ ଅମଲା ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ

ରାଜ୍ୟସ୍ତରୀୟ ମିଳିତ ଅମଲା ମଞ୍ଚ ପକ୍ଷରୁ ଆନ୍ଦୋଳନ । ଦାବି ପୂରଣ କର ନଚେତ ଆମେ ଆନ୍ଦୋଳନରୁ ଓହରିବୁ ନାହିଁ ।…