ଇସ୍ତାହାରରେ ବଜରଙ୍ଗ ଦଳକୁ ନିଷିଦ୍ଧ କରିବା ପ୍ରସଙ୍ଗ, କଂଗ୍ରେସ ଅଧ୍ୟକ୍ଷଙ୍କୁ ସମନ

କଂଗ୍ରସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ସମନ ଜାରି ହୋଇଛି । କର୍ଣ୍ଣାଟକ ବିଧାନସଭା ନିର୍ବାଚନ ଇସ୍ତାହାରରେ କଂଗ୍ରେସ ପକ୍ଷରୁ’ବଜରଙ୍ଗ ଦଳ’କୁ ‘ପପୁଲାର୍‌…