ବିବେକାନନ୍ଦ ଶିକ୍ଷାକେନ୍ଦ୍ରର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଯାଜପୁର ଓ କେନ୍ଦୁଝରର ମିଳନ ସ୍ଥଳୀ ଉଚ୍ଚବାଲି ପଞ୍ଚାୟତର ତୁରା ଠାରେ ପ୍ରତିଷ୍ଠିତ ବିବେକାନନ୍ଦ ଶିକ୍ଷାକେନ୍ଦ୍ରର ଏକବିଂଶତମ ବାର୍ଷିକ ଉତ୍ସବ ମହାସମାରୋହରେ…