ସକାଳୁ କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଚାଲିଗଲା ଜୀବନ

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ବଜ୍ରାଘାତରେ ମହିଳାଙ୍କ ମୃତ୍ୟୁ। କଟକ ଜିଲ୍ଲା ନରସିଂହପୁର ଥାନା ଅନ୍ତର୍ଗତ ଘଣ୍ଟପଡା ଗାଁରେ ଆଜି ସକାଳୁ…