
ବଲାଙ୍ଗୀର ଜିଲ୍ଲା ଲାଠୋର ଥାନା ଅନ୍ତର୍ଗତ ଚଚରାଭଟ୍ଟା ଗ୍ରାମ ନିକଟରେ ଏକ ଗଞ୍ଜେଇ ଭର୍ତି ଟାଟା ସୁମୋ ଗାଡି ଦୁର୍ଘଟଣା ଗ୍ରସ୍ତ ହୋଇଛି। ସୂଚନା ଅନୁସାରେ ଆଜି ସକାଳ ଏକ ଗଞ୍ଜେଇ ଭର୍ତି ଗାଡି ଦ୍ରୁତ ଗତି ରେ ଆସି ଏକ ଘର ଉପରେ ମାଡି ଯାଇଥିଲା ଯାହା ଫଳରେ ଘରଟି ଅଧା ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି । ମାତ୍ର ଘର ଭିତରେ ଶୋଇଥିବା ଲୋକ ମାନେ ଅଳ୍ପକେ ବର୍ତ୍ତୀ ଯାଇଥିବା ବେଳେ ଗାଡି ଚାଳକକୁ ଗୁରୁତର ଅବସ୍ଥାରେ ମେଡିକାଳ ରେ ଭର୍ତ୍ତି କରାଯାଇଛି ।ତେବେ ଲାଠୋର ଥାନା ପୋଲିସ ଘଟଣା ସ୍ଥଳରେ ପହଁଛି ଦୁର୍ଘଟଣା ଗ୍ରସ୍ତ ଗାଡି କୁ ଜବତ କରିଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି ।
I don’t think the title of your article matches the content lol. Just kidding, mainly because I had some doubts after reading the article.
Thanks for sharing. I read many of your blog posts, cool, your blog is very good.
Thanks for sharing. I read many of your blog posts, cool, your blog is very good.
Your point of view caught my eye and was very interesting. Thanks. I have a question for you.